୪ ଜାନୁୟାରୀ, ଗୁରୁବାର: ଜାଣନ୍ତୁ କେଉଁ ରାଶିର ଲୋକେ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ

ମେଷ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ବିବାଦର ସମାଧାନ ହେବ। ପରିବାରରେ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବ। ମିଥୁନ: ଯାନବାହାନ ସୁଖ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ। କର୍କଟ: ନୂତନ ବନ୍ଧୁ କରିପାରନ୍ତି। କୌଣସି ସ୍ଥାନକୁ ବୁଲିବାକୁ ଯାଇ […]

zodaic-

Rakesh Mallick
  • Published: Thursday, 04 January 2018
  • , Updated: 04 January 2018, 07:59 AM IST

ମେଷ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ।

ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ବିବାଦର ସମାଧାନ ହେବ। ପରିବାରରେ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବ।

ମିଥୁନ: ଯାନବାହାନ ସୁଖ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ।

କର୍କଟ: ନୂତନ ବନ୍ଧୁ କରିପାରନ୍ତି। କୌଣସି ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମାନସିକ ଚିନ୍ତାରୁ ଦୂରେଇ ରହିବେ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ଧନ ପ୍ରାପ୍ତିର ଯୋଗ ରହିଛି। ଯାତ୍ରା କରିପାରନ୍ତି। ପଦନ୍ନୋତି ହୋଇପାରେ।

ତୁଳା:ବ୍ୟସ୍ତ ଭିତରେ ରହିବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବ। ମାନ-ସମ୍ମାନ ବଢ଼ିବ। ଘରେ ଖୁସିର ବାତାବରଣ ରହିବ।

ବିଚ୍ଛା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ବ୍ୟସ୍ତ ଭିତରେ ରହିବେ। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଲାଭବାନ ହେବେ।

କୁମ୍ଭ:  ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ମୀନ: ପରିବାରରେ ଖୁସିର ବାତାବରଣ ରହିବ।  ଛାତ୍ରଛାତ୍ରୀଙ୍କ ଦିନଟି ଭଲ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

Related story