ଭୁବନେଶ୍ୱର: ୪ଟି ଅନୁନ୍ନତ ଜିଲ୍ଲାର ବିକାଶ ନେଇ ରାଜ୍ୟସରକାର ଚିନ୍ତାରେ। ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା, ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୪ଜଣ ବରିଷ୍ଠ ଆଇଏଏସଙ୍କୁ ରାଜ୍ୟସରକାର ସ୍ୱତନ୍ତ୍ର ଦାୟିତ୍ୱ ପ୍ରଦାନ କରିଛନ୍ତି। ନୂଆପଡା ଜିଲ୍ଲାର ଦାୟିତ୍ୱ ଅଶୋକ ତ୍ରିପାଠୀଙ୍କୁ, ମାଲକାନଗିରି ଜିଲ୍ଲା ଉପେନ୍ଦ୍ରନାଥ ବେହେରାଙ୍କୁ, ନବରଙ୍ଗପୁର ଜିଲ୍ଲା ଆର୍ ବାଲକ୍ରିଷ୍ଣନଙ୍କୁ ଓ କନ୍ଧମାଳ ଜିଲ୍ଲା ଦାୟିତ୍ୱ ଆଦିତ୍ୟ ପାଢ଼ୀଙ୍କୁ ପ୍ରଦାନ କରାଯାଇଛି। ପ୍ରତିମାସରେ ମୁଖ୍ୟମନ୍ତ୍ରୀ ବିକାଶ କାର୍ଯ୍ୟର ସମୀକ୍ଷା କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।