୬ ଜାନୁଆରୀ,ଶନିବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବନ୍ଧୁଙ୍କ ସହ ସାକ୍ଷାତ କରିବେ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ଯାତ୍ରା କରନ୍ତୁ ନାହିଁ। ବୃଷ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି।  ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। ଜୀନସାଥୀଙ୍କ ସହଯୋଗ ମିଳିବ। ମିଥୁନ:ବନ୍ଧୁଙ୍କ ସହ ସାକ୍ଷାତ କରିବେ। ହଠାତ୍ ଯାତ୍ରା କରି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟ ଭଲ ରହିବ। ସିଂହ: ଆତ୍ମବିଶ୍ୱାସ ବଢ଼ିବ। ମାନ-ସମ୍ମାନ ମିଳିବ। […]

zodaic

Rakesh Mallick
  • Published: Saturday, 06 January 2018
  • , Updated: 06 January 2018, 07:55 AM IST

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ଯାତ୍ରା କରନ୍ତୁ ନାହିଁ।

ବୃଷ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି।  ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। ଜୀନସାଥୀଙ୍କ ସହଯୋଗ ମିଳିବ।

ମିଥୁନ:ବନ୍ଧୁଙ୍କ ସହ ସାକ୍ଷାତ କରିବେ। ହଠାତ୍ ଯାତ୍ରା କରି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି।

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟ ଭଲ ରହିବ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ମାନ-ସମ୍ମାନ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଚାକିରିରେ ପରିବର୍ତ୍ତନର ଯୋଗ ରହିଛି।

ତୁଳା: ନୂତନ କାମ ଆରମ୍ଭ କରି ପାରନ୍ତି। ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

ବିଚ୍ଛା: କ୍ୟାରିଅର୍‌ରେ ସଫଳତା ମିଳିବ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଧନପ୍ରାପ୍ତିର ଯୋଗ ରହିଛି।

ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ମକର: ଶରୀରରେ ଆଘାତ ଲାଗିପାରେ। ଝଗଡ଼ା କରନ୍ତୁ ନାହିଁ। ଘିଅ ଖାଇ ଘରୁ ବାହାରନ୍ତୁ। ଖାଦ୍ୟ ଓ ପାନୀୟର ଧ୍ୟାନ ଦିଅନ୍ତୁ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା କରି ପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ।

ମୀନ: ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଖୁସିର ବାତାବରଣ ରହିବ। ଯାନବାହନ ସୁଖ ମିଳିବ। ଅସୁସ୍ଥ ଅନୁଭବ କରିବେ।

Related story