ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଖୁସିର ବାତାବରଣ ରହିବ।
ବୃଷ: ବ୍ୟବସାୟରେ ଲାଭବାନ ହେବେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।
କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଯାତ୍ରା କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
ସିଂହ: ଧନପ୍ରାପ୍ତିର ଯୋଗ ରହିଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।
କନ୍ୟା: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଅଟକି ରଖିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ମିଶ୍ରି ଖାଇ ଘରୁ ବାହାରନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ବିଚ୍ଛା: କ୍ୟାରିଅର୍ରେ ପରିବର୍ତ୍ତନର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ଦାୟିତ୍ୱ ବଢ଼ିପାରେ।
ଧନୁ: ମାନ-ସମ୍ମାନ ମିଳିବ। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।
ମକର: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଅସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ ହେବେ।
କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମୀନ: ମାନ-ସମ୍ମାନ ମିଳିବ। ମନୋରଞ୍ଜନ କାର୍ଯ୍ୟରେ ବ୍ୟସ୍ତ ରହିବେ। ବିବାହ ସ୍ଥିର ହୋଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।