୮ଜାନୁୟାରୀ,ସୋମବାର: ଜାଣନ୍ତୁ କେଉଁ ରାଶିର ଲୋକେ ଆଜି ବ୍ୟସ୍ତ ଭିତରେ ରହିବେ

ମେଷ:  ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଖୁସିର ବାତାବରଣ ରହିବ। ବୃଷ:  ବ୍ୟବସାୟରେ ଲାଭବାନ ହେବେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଯାତ୍ରା କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ସିଂହ:  […]

zodaic

Rakesh Mallick
  • Published: Monday, 08 January 2018
  • , Updated: 08 January 2018, 07:53 AM IST

ମେଷ:  ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଖୁସିର ବାତାବରଣ ରହିବ।

ବୃଷ:  ବ୍ୟବସାୟରେ ଲାଭବାନ ହେବେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଯାତ୍ରା କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ:  ଧନପ୍ରାପ୍ତିର ଯୋଗ ରହିଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

କନ୍ୟା: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଅଟକି ରଖିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ମିଶ୍ରି ଖାଇ ଘରୁ ବାହାରନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: କ୍ୟାରିଅର୍‌ରେ ପରିବର୍ତ୍ତନର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ଦାୟିତ୍ୱ ବଢ଼ିପାରେ।

ଧନୁ: ମାନ-ସମ୍ମାନ ମିଳିବ। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

ମକର: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଅସୁସ୍ଥ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ  ହେବେ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ମନୋରଞ୍ଜନ କାର୍ଯ୍ୟରେ ବ୍ୟସ୍ତ ରହିବେ। ବିବାହ ସ୍ଥିର ହୋଇପାରେ।

 

Related story