୮ଟି ଜିଲ୍ଲାରେ କଂଗ୍ରେସର ବନ୍ଦ ପାଳନ: ଜୀବନଯାତ୍ରା ପ୍ରଭାବିତ

ଭୁବନେଶ୍ୱର: ଆଦିବାସୀଙ୍କୁ ଜଙ୍ଗଲ ଜମି ପ୍ରଦାନରେ ଅନିୟମିତା ଓ ପୂର୍ବତନ ସାଂସଦ ପ୍ରଦୀପ ମାଝିଙ୍କ ବିରୋଧରେ ଲାଗିଥିବା ସଙ୍ଗୀନ ଦଫା ପ୍ରତ୍ୟାହାର ସହ ୬ ଦଫା ଦାବିରେ ଆଜି କଂଗ୍ରେସ ରାସ୍ତାକୁ ଓହ୍ଲାଇଛି। ଦଳ ପକ୍ଷରୁ ୮ଟି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି। ଫଳରେ ଯାନବାହନ ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ସୋନପୁର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାରେ ଏହି ବନ୍ଦ ପାଳନ  କରାଯାଉଛି। […]

kalahandi

kalahandi

Rakesh Mallick
  • Published: Saturday, 02 July 2016
  • Updated: 02 July 2016, 04:08 PM IST

Sports

Latest News

bandaଭୁବନେଶ୍ୱର: ଆଦିବାସୀଙ୍କୁ ଜଙ୍ଗଲ ଜମି ପ୍ରଦାନରେ ଅନିୟମିତା ଓ ପୂର୍ବତନ ସାଂସଦ ପ୍ରଦୀପ ମାଝିଙ୍କ ବିରୋଧରେ ଲାଗିଥିବା ସଙ୍ଗୀନ ଦଫା ପ୍ରତ୍ୟାହାର ସହ ୬ ଦଫା ଦାବିରେ ଆଜି କଂଗ୍ରେସ ରାସ୍ତାକୁ ଓହ୍ଲାଇଛି। ଦଳ ପକ୍ଷରୁ ୮ଟି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି। ଫଳରେ ଯାନବାହନ ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ସୋନପୁର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାରେ ଏହି ବନ୍ଦ ପାଳନ  କରାଯାଉଛି।

ବଲାଙ୍ଗିର ଜିଲ୍ଲା କଂଗ୍ରେସ ସଭାପତି ଭଗବାନ ବଗର୍ତ୍ତିଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ସକାଳୁ ପିକେଟିଂ କରି ସହରର ଦୋକାନ ବଜାର, ଗାଡି ଚଳାଚଳ ଓ ସ୍କୁଲ୍ କଲେଜ୍ ବନ୍ଦ କରିଥିଲେ।

କଳାହାଣ୍ଡି ଜିଲ୍ଲାର ୧୩ ଟି ବ୍ଲକରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ଭକ୍ତ ଦାସ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଓ ଗୋବର୍ଦ୍ଧନ ଦାସଙ୍କ ସମେତ ଅନେକ କଂଗ୍ରେସ କର୍ମୀ ପିକେଟିଂ କରି ଦୋକାନ ବଜାର, ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ, ସ୍କୁଲ ଓ କଲେଜ ବନ୍ଦ  ପାଇଁ ଆହ୍ୱାନ ଦେଇଛନ୍ତି।

ସେହିପରି ମାଲକାନଗିରି ସହରର ସମସ୍ତ ଛକରେ କଂଗ୍ରେସ କର୍ମୀମାନେ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବନ୍ଦ ଥିବାରୁ  ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ରାୟଗଡ଼ା ସହରରେ ମଧ୍ୟ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ପଡ଼ିଛି। ରାୟଗଡ଼ାରୁ ଆଜି କୌଣସି ଯାତ୍ରୀବାହୀ ବସ୍‌ ଚଳାଚଳ କରୁ ନାହିଁ । ରାୟଗଡ଼ା ବ୍ୟତୀତ ଜିଲ୍ଲାର ବିଷମକଟକ, ମୁନିଗୁଡ଼ା ଓ ଗୁଣପୁର ସହରରେ ମଧ୍ୟ ବନ୍ଦ ପାଳନ କରାଯାଉଛି।

ସୁବର୍ଣ୍ଣପୁର ଜିଲ୍ଲାର ୬ଟି ବ୍ଲକ ସମେତ ୩ଟି ପୌରାଞ୍ଚଳରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ସରକାରୀ-ବେସରକାରୀ କାର୍ଯ୍ୟାଳୟ, ଦୋକାନ ବଜାର, ସ୍କୁଲ ଓ କଲେଜ ସଂପୂର୍ଣ୍ଣ ବନ୍ଦ ରହିଥିବାବେଳେ ରାସ୍ତାଘାଟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଜିଲ୍ଲା କଂଗ୍ରେସ କମିଟି ସଭାପତି ଶଙ୍କର ଦାସ, ପିସିସି ସଦସ୍ୟ ଜିତେନ୍ଦ୍ର ପଟ୍ଟନାୟକଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ବିଭିନ୍ନ ଛକରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଫଳରେ ଜାତୀୟ ରାଜପଥ ୫୭ର ବ୍ଲକ ଛକ, କୁଂଜ ଛକ ଓ ହିକୁଡି ଛକରେ ଅନେକ ଭାରିଯାନ  ଅଟକି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story