ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଦଳୀ ଦାନ କରନ୍ତୁ।
ବୃଷ: ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ।
ମିଥୁନ: ପରିବାର ଲୋକଙ୍କ ସହଯୋଗ ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।
କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ଦୂରଯାତ୍ରା କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପାଇବେ।
ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।
କନ୍ୟା: ଯାନବାହନ କିଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।
ତୁଳା: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।
ବିଚ୍ଛା: ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତିର ଯୋଗ ରହିଛି।
ଧନୁ: ବ୍ୟସ୍ତ ଭିତରେ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଲାଭବାନ ହେବେ।
ମକର: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
କୁମ୍ଭ: ଦୂରସ୍ଥାନକୁ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ପରିବାରରେ ହସ ଓ ଖୁସିର ବାତାବାରଣ ରହିବ।
ମୀନ: ଯାନବାହନ ସୁଖ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।