୮ ଫେବ୍ରୁଆରୀ,ଗୁରୁବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଉଚିତ

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଦଳୀ ଦାନ କରନ୍ତୁ। ବୃଷ: ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ପରିବାର ଲୋକଙ୍କ ସହଯୋଗ ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ଦୂରଯାତ୍ରା କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପାଇବେ। ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। […]

zodaic1

Rakesh Mallick
  • Published: Thursday, 08 February 2018
  • , Updated: 08 February 2018, 07:41 AM IST

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଦଳୀ ଦାନ କରନ୍ତୁ।

ବୃଷ: ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ପରିବାର ଲୋକଙ୍କ ସହଯୋଗ ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।

କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ଦୂରଯାତ୍ରା କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପାଇବେ।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

କନ୍ୟା: ଯାନବାହନ କିଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ତୁଳା: ସ୍ୱାସ୍ଥ୍ୟ ଭଲ ରହିବ।  ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ମାନ-ସମ୍ମାନ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତିର ଯୋଗ ରହିଛି।

ଧନୁ: ବ୍ୟସ୍ତ ଭିତରେ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଲାଭବାନ ହେବେ।

ମକର: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କୁମ୍ଭ: ଦୂରସ୍ଥାନକୁ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ପରିବାରରେ ହସ ଓ ଖୁସିର  ବାତାବାରଣ ରହିବ।

 ମୀନ: ଯାନବାହନ ସୁଖ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

Related story