ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଲାଭବାନ ହେବେ। ପରିବେଶରେ ସୁଖ ଓ ଶାନ୍ତିର ବାତାବରଣ ରହିବ। ସୁସ୍ଥ ରହିବେ।
ବୃଷ: ଦିନଟି ବ୍ୟସ୍ତ ଭିତରେ କଟିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ।
ମିଥୁନ: ଅସୁସ୍ଥ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ହଠାତ୍ ଖର୍ଚ୍ଚ ବଢ଼ିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ।
କର୍କଟ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ସିଂହ: ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟରେ ସଫଳତା ମଳିବ।
କନ୍ୟା: କ୍ୟାରିଅର୍ରେ ସଫଳତା ମିଳିବ। ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ଶରୀର ସୁସ୍ଥ ରହିବ।
ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଠା ଜିନିଷ ଦାନ କରନ୍ତୁ।
ବିଚ୍ଛା:ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଧନପ୍ରାପ୍ତିର ଯୋଗ ରହିଛି। ଘରକୁ ଅତିଥି ଆସି ପାରନ୍ତି।
ଧନୁ:ମାନ-ସମ୍ମାନ ମିଳିବ। ପରିବାରରେ ସୁଖ-ଶାନ୍ତିର ବାତାବରଣ ରହିବ। କାର୍ଯ୍ୟରେ ସଫଳତା ମିଳିବ।
ମକର: ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।ମାନ-ସମ୍ମାନ ମିଳିବ।
କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି।
ମୀନ: ସ୍ୱାସ୍ଥ୍ୟ ଭଲ ରହିବ।ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରି ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।