୯ ଜାନୁୟାରୀ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ଘରକୁ ଆଜି ଅତିଥି ଆସିବେ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଲାଭବାନ ହେବେ। ପରିବେଶରେ  ସୁଖ  ଓ ଶାନ୍ତିର ବାତାବରଣ ରହିବ। ସୁସ୍ଥ ରହିବେ। ବୃଷ: ଦିନଟି ବ୍ୟସ୍ତ ଭିତରେ କଟିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ହଠାତ୍ ଖର୍ଚ୍ଚ ବଢ଼ିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ। କର୍କଟ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ […]

zodaic-

Rakesh Mallick
  • Published: Tuesday, 09 January 2018
  • , Updated: 09 January 2018, 07:50 AM IST

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଲାଭବାନ ହେବେ। ପରିବେଶରେ  ସୁଖ  ଓ ଶାନ୍ତିର ବାତାବରଣ ରହିବ। ସୁସ୍ଥ ରହିବେ।

ବୃଷ: ଦିନଟି ବ୍ୟସ୍ତ ଭିତରେ କଟିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ହଠାତ୍ ଖର୍ଚ୍ଚ ବଢ଼ିବ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

କର୍କଟ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟରେ ସଫଳତା ମଳିବ।

କନ୍ୟା: କ୍ୟାରିଅର୍‌ରେ ସଫଳତା ମିଳିବ।  ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ଶରୀର ସୁସ୍ଥ ରହିବ।

ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଠା ଜିନିଷ ଦାନ କରନ୍ତୁ।

ବିଚ୍ଛା:ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଧନପ୍ରାପ୍ତିର ଯୋଗ ରହିଛି। ଘରକୁ ଅତିଥି ଆସି ପାରନ୍ତି।

ଧନୁ:ମାନ-ସମ୍ମାନ ମିଳିବ। ପରିବାରରେ ସୁଖ-ଶାନ୍ତିର ବାତାବରଣ ରହିବ। କାର୍ଯ୍ୟରେ ସଫଳତା ମିଳିବ।

ମକର: ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।ମାନ-ସମ୍ମାନ ମିଳିବ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ।ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରି ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

Related story