ନୂଆଦିଲ୍ଲୀ: ରିଲାଏନ୍ସ ଜିଓକୁ ଟକ୍କର ଦେବ ଏୟାରଟେଲ। ଏୟାରଟେଲ କମ୍ପାନୀ ପକ୍ଷରୁ ନୂଆ ୨୪୯ ଟଙ୍କିଆର ପ୍ଲାନ ଲଞ୍ଚ କରାଯାଇଛି। ଏହାସହ ୩୪୯ ଟଙ୍କିଆ ପ୍ଲାନରେ କିଛି ପରିବର୍ତ୍ତନ କରାଯାଇଛି। ୨୪୯ ଟଙ୍କିଆ ପ୍ଲାନ୍ର ଖାସ୍ କଥା ହେଉଛି ଏଥିରେ ଦୈନିକ ୨ଜିବି ଡାଟା ମିଳିବା ସହ ଏହାର ଭ୍ୟାଲିଡିଟି ୨୮ ଦିନ ପର୍ଯ୍ୟନ୍ତ ରହିବ। ସେହିପରି ୩୪୯ ଟଙ୍କିଆ ପ୍ଲାନ୍ରେ ଦୈନିକ ୨.୫ ଜିବି ଡାଟା ବଦଳରେ ୩ଜିବି ଡାଟାର ସୁବିଧା ମିଳିବ।
୩୪୯ଟଙ୍କିଆ ପ୍ଲାନରେ ପୂର୍ବରୁ ୨୮ଦିନର ଭ୍ୟାଲିଡିଟି ସହ ୭୦ ଜିବି ଡାଟା ସହ ଉପଲବ୍ଧ ହେଉଥିଲା। ଏବେ ଏଥିରେ ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ୮୪ ଜିବି ଦୈନିକ ୪ଜି ଡାଟା ଗ୍ରାହକଙ୍କୁ ମିଳିବ। ତା’ସହ ଅନ୍ଲିମିଟେଡ୍ କଲ୍ ସହ ପ୍ରତିଦିନ ୧୦୦ ଏସ୍ଏମ୍ଏସ୍ର ସୁବିଧା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।