ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ବୁଧବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୬ରୁ ଅଧିକ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ସ୍କୁଲ୍ ଓ ଗଣଶିକ୍ଷା, ବୈଷୟିକ ଶିକ୍ଷା ଓ ତାଲିମ୍, ଜଙ୍ଗଲ ଓ ପରିବେଶ, ସ୍ୱାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗରୁ ଆସିବାକୁ ଥିବା ଏହି ସବୁ ପ୍ରସ୍ତାବ ଉପରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯିବ। ତେବେ କେଉଁ […]

secret

secret

Rakesh Mallick
  • Published: Wednesday, 09 September 2015
  • Updated: 09 September 2015, 07:01 AM IST

Sports

Latest News

ORISSA_SECRETARIATଭୁବନେଶ୍ୱର: ବୁଧବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୬ରୁ ଅଧିକ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ସ୍କୁଲ୍ ଓ ଗଣଶିକ୍ଷା, ବୈଷୟିକ ଶିକ୍ଷା ଓ ତାଲିମ୍, ଜଙ୍ଗଲ ଓ ପରିବେଶ, ସ୍ୱାସ୍ଥ୍ୟ ବିଭାଗ ଭଳି ବିଭିନ୍ନ ବିଭାଗରୁ ଆସିବାକୁ ଥିବା ଏହି ସବୁ ପ୍ରସ୍ତାବ ଉପରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯିବ। ତେବେ କେଉଁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଉପରେ ଆଲୋଚନା ହେବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos