ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା

ପୁରୀ: ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଏହି ଅବସରରେ ସାରା ବିଶ୍ୱକୁ ଗୋଟିଏ ସୂତ୍ରରେ ବାନ୍ଧି ରଖିବା ଓ ଶାନ୍ତିର ବାର୍ତ୍ତା ନେଇ ପୁରୀ ବେଳାଭୂମିରେ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ପ୍ରତିଷ୍ଠାନର ଛାତ୍ରଛାତ୍ରୀ ଏକ ବାଲୁକା କଳା ତିଆରି କରିଛନ୍ତି। ଏହି ବାଲୁକା କଳାରେ ବିଭିନ୍ନ ଦେଶର ସ୍ମାରକୀ,ପର୍ଯ୍ୟଟନ ସ୍ଥଳୀ, ବିଭିନ୍ନ ଦେଶର ମନ୍ଦିର ଓ ବୌଦ୍ଧସ୍ତୁପ ସ୍ଥାନ ପାଇଛି ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।