ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଯାଇଛନ୍ତି। ସେଠାରେ ସେ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ ପାଇଁ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୨ ତାରିଖ ଯାଏଁ ଆୟୋଜିତ ହେବ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ। ରାଷ୍ଟ୍ରଦୂତଙ୍କ ସହ ସେମାନଙ୍କ ମାଧ୍ୟମରେ ପ୍ରମୁଖ ପୁଞ୍ଜି ନିବେଶକାରୀ କମ୍ପାନୀକୁ ନବୀନ ଆମନ୍ତ୍ରଣ କରିବେ ବୋଲି ସୂଚନା ମିଳିଛି।

Naveen (1)

Rakesh Mallick
  • Published: Wednesday, 19 October 2016
  • , Updated: 19 October 2016, 05:17 PM IST

Related story