ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତରେ ଯିବେ। ସେ ଜିଲ୍ଲାରେ ୧୬ଟି ପ୍ରକଳ୍ପ ଉଦଘାଟନ କରିବା ସହ ୧୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଏକ ଫଳକ ଗ୍ୟାଲେରି ପ୍ରସ୍ତୁତ କରାଯାଇଛି। ଏହି ଅବସରରେ ୪୦୦ ନିର୍ମାଣ ଶ୍ରମିକଙ୍କୁ ସାଇକେଲ୍ ଓ ଆନୁଷଙ୍ଗିକ ଯନ୍ତ୍ରପାତି ଓ ୪୦ ଜଣ କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ୍‌ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି […]

Naveen_Patnaik

Naveen_Patnaik

Rakesh Mallick
  • Published: Tuesday, 01 March 2016
  • Updated: 01 March 2016, 01:49 AM IST

Sports

Latest News

କେନ୍ଦୁଝର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତରେ ଯିବେ। ସେ ଜିଲ୍ଲାରେ ୧୬ଟି ପ୍ରକଳ୍ପ ଉଦଘାଟନ କରିବା ସହ ୧୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଏକ ଫଳକ ଗ୍ୟାଲେରି ପ୍ରସ୍ତୁତ କରାଯାଇଛି। ଏହି ଅବସରରେ ୪୦୦ ନିର୍ମାଣ ଶ୍ରମିକଙ୍କୁ ସାଇକେଲ୍ ଓ ଆନୁଷଙ୍ଗିକ ଯନ୍ତ୍ରପାତି ଓ ୪୦ ଜଣ କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ୍‌ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos