ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। କ୍ୟାମ୍ପସର ପରିସ୍ଥିତିକୁ ଦେଖି କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ର ସଂସଦ ନିର୍ବାଚନ କରିବେ କି ନାହିଁ ସେ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୂର୍ବରୁ ଏ ବାବଦରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ ଆଶାୟୀ ପ୍ରାର୍ଥୀ। ପରେ ପ୍ରାର୍ଥୀପତ୍ର ଯାଞ୍ଚ ହୋଇ ଅକ୍ଟୋବର ୧ ତାରିଖରେ ଚୂଡ଼ାନ୍ତ […]

collage

Rakesh Mallick
  • Published: Wednesday, 28 September 2016
  • , Updated: 28 September 2016, 02:40 PM IST

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି। କ୍ୟାମ୍ପସର ପରିସ୍ଥିତିକୁ ଦେଖି କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ର ସଂସଦ ନିର୍ବାଚନ କରିବେ କି ନାହିଁ ସେ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପୂର୍ବରୁ ଏ ବାବଦରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ ଆଶାୟୀ ପ୍ରାର୍ଥୀ। ପରେ ପ୍ରାର୍ଥୀପତ୍ର ଯାଞ୍ଚ ହୋଇ ଅକ୍ଟୋବର ୧ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ।

Related story