କଟକ: ନ୍ୟାସନାଲ ଲ’ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବରେ ୧୩୫ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ

କଟକ: କଟକ ନ୍ୟାସନାଲ ଲ’ ୟୁନିଭର୍ସିଟି ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଟି.ଏସ. ଠାକୁର ଉତ୍ସବରେ ମୁଖ୍ୟଅତିଥି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ର ଉତ୍ସବରେ ଅଧ୍ୟକ୍ଷତା କରିଥତଲେ। ଏହି ଅବସରରେ ୧୩୫ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ ସହ ୧୭ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା। ସମାବର୍ତ୍ତନ ଉତ୍ସବ ପୂର୍ବରୁ ଜଷ୍ଟିସ ଠାକୁରଙ୍କୁ ଗାର୍ଡ […]

hnjm,

hnjm,

Rakesh Mallick
  • Published: Saturday, 07 May 2016
  • Updated: 07 May 2016, 05:51 PM IST

Sports

Latest News

କଟକ: କଟକ ନ୍ୟାସନାଲ ଲ’ ୟୁନିଭର୍ସିଟି ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଟି.ଏସ. ଠାକୁର ଉତ୍ସବରେ ମୁଖ୍ୟଅତିଥି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ର ଉତ୍ସବରେ ଅଧ୍ୟକ୍ଷତା କରିଥତଲେ। ଏହି ଅବସରରେ ୧୩୫ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ ସହ ୧୭ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା।

ସମାବର୍ତ୍ତନ ଉତ୍ସବ ପୂର୍ବରୁ ଜଷ୍ଟିସ ଠାକୁରଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏହି ଅବସରରେ ପ୍ରଧାନ ବିଚାରପତି ୪୫ ମିଟର ଉଚ୍ଚତାର ୪୮ ଫଉଟ୍‌ର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story