ନିଟ୍-୨ ଶେଷ

ଭୁବନେଶ୍ୱର: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ଦ୍ୱିତୀୟ ପର୍ଯ୍ୟାୟ ନ୍ୟାସନାଲ୍‌ ଏଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି-୨) ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ଗୋଟାଏରେ  ଶେଷ ହୋଇଛି। ସାରା ଦେଶରୁ ପ୍ରାୟ ୪ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ଓଡ଼ିଶାରୁ ପ୍ରାୟ ୧୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା  ଦେଇଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ସିବିଏସ୍‌ଇ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଭୁବନେଶ୍ୱରରେ ପ୍ରାୟ ୨୦ଟି କେନ୍ଦ୍ରରେ ଏହି […]

neet-2

neet-2

Rakesh Mallick
  • Published: Sunday, 24 July 2016
  • Updated: 24 July 2016, 02:56 PM IST

Sports

Latest News

ଭୁବନେଶ୍ୱର: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ଦ୍ୱିତୀୟ ପର୍ଯ୍ୟାୟ ନ୍ୟାସନାଲ୍‌ ଏଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି-୨) ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ଗୋଟାଏରେ  ଶେଷ ହୋଇଛି। ସାରା ଦେଶରୁ ପ୍ରାୟ ୪ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ଓଡ଼ିଶାରୁ ପ୍ରାୟ ୧୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା  ଦେଇଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ସିବିଏସ୍‌ଇ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ଭୁବନେଶ୍ୱରରେ ପ୍ରାୟ ୨୦ଟି କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ଏଥିପାଇଁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମେଡିକାଲ ଆଡମିଶନ ପାଇଁ ଅନୁଷ୍ଠିତ ନିଟ୍‌ ୱାନ୍‌ ଓ ନିଟ୍‌ ଟୁ କୁ ମିଶାଇ ଅଗଷ୍ଟ ୧୭ରେ ରେଜଲ୍ଟ ପ୍ରକାଶ ପାଇବ। ସେପ୍ଟେମ୍ୱର ୩୦ ମଧ୍ୟରେ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଇଁ ଆଡମିଶନ ଶେଷ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story