Advertisment

ଓଡ଼ିଶାରେ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ରାମ ବିଳାସ ପାଶ୍ୱାନ,ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରାମ ବିଳାସ ପାଶ୍ୱାନ। ମଧ୍ୟାହ୍ନ ପ୍ରାୟ ସାଢ଼ ଗୋଟାଏରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ଅପରାହ୍ନରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ କାର୍ଯ୍ୟକାରୀ ନେଇ ରାଜ୍ୟ ପଦାଧିକାରୀଙ୍କ ସହ ସେ ଆଲୋଚନା କରିବେ। ଏହାପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି […]

author-image
Rakesh Mallick
ଅଦ୍ୟତନ ହୋଇଛି
ଓଡ଼ିଶାରେ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ରାମ ବିଳାସ ପାଶ୍ୱାନ,ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ

ram

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରାମ ବିଳାସ ପାଶ୍ୱାନ। ମଧ୍ୟାହ୍ନ ପ୍ରାୟ ସାଢ଼ ଗୋଟାଏରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ଅପରାହ୍ନରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ କାର୍ଯ୍ୟକାରୀ ନେଇ ରାଜ୍ୟ ପଦାଧିକାରୀଙ୍କ ସହ ସେ ଆଲୋଚନା କରିବେ। ଏହାପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Advertisment

ଆସନ୍ତାକାଲି ପାଶ୍ୱାନ ହିନ୍ଦୀ ସଲାହାକାର ସମିତି ବୈଠକରେ ଯୋଗ ଦେବେ।