ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ବାହାରି ସାରିଥିବାବେଳେ ଆଜି କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଏକାକାଳୀନ ପ୍ରକାଶ ପାଇବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଅଫିସ୍‌ରେ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ କୁମାର ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରିବେ। ଚଳିତବର୍ଷ କଳାରେ ପ୍ରାୟ […]

council

council

Rakesh Mallick
  • Published: Wednesday, 01 June 2016
  • Updated: 01 June 2016, 02:34 AM IST

Sports

Latest News

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ବାହାରି ସାରିଥିବାବେଳେ ଆଜି କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଏକାକାଳୀନ ପ୍ରକାଶ ପାଇବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଅଫିସ୍‌ରେ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ କୁମାର ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରିବେ।

ଚଳିତବର୍ଷ କଳାରେ ପ୍ରାୟ ୨.୫୦ ହଜାର, ବାଣିଜ୍ୟରେ ୩୫,୦୦୦ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦,୦୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। www.orissaresults.nic.in ଓ www.chseodisha.nic.in ୱେବସାଇଟ୍‌ରେ ଛାତ୍ରଛାତ୍ରୀମାନେ ସେମାନଙ୍କ ଫଳାଫଳ ଜାଣି ପାରିବେ। ପରୀକ୍ଷା ଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ସାର୍ଟିଫିକେଟ୍ ପ୍ରଦାନ କରାଯିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ସେହିଭଳି ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ କୌଣସି ଦ୍ୱନ୍ଦ୍ୱ ଥିଲେ ସେମାନେ ୧୫ ଦିନ ମଧ୍ୟରେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।

ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଜ୍ଞାନ ଭଳି ବାଣିଜ୍ୟ ବିଭାଗ ଖାତାଗୁଡ଼ିକର ଇ-ମୂଲ୍ୟାୟନ କରାଯାଇଥିଲା। ତେବେ କଳା ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାଗୁଡ଼ିକର ମୂଲ୍ୟାୟନ ମାନୁୱାଲ୍ ପଦ୍ଧତିରେ କରାଯାଇଥିଲା।

ସୂଚନାଯୋଗ୍ୟ, ମେ’୧୩ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନର ପରୀକ୍ଷା ଫଳ ପ୍ରକାଶ କରିଥିଲା ସିଏଚ୍‌ଏସ୍‌ଇ। ବିଜ୍ଞାନରେ ୮୪,୧୫୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬୭,୯୯୯ ଜଣ ପାସ୍ କରିଥିଲେ। ପାସ୍ ହାର ୮୧ ପ୍ରତିଶତ ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story