ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ଆଜି ସଂଧ୍ୟା ୬ଟା ବେଳେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ଖାଦ୍ୟ ଓ ଯୋଗାଣ ବିଭାଗ ପକ୍ଷରୁ ରାଜ୍ୟରେ ଫୁଡ୍ କମିଶନ ଗଠନ ନେଇ ଆସିଥିବା ପ୍ରସ୍ତାବକୁ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିପାରେ। ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟରେ ହେଲ୍‌ଥ ୟୁନିଭର୍ସିଟି ପ୍ରତିଷ୍ଠା ନେଇ ଦିଆଯାଇଥିବା ପ୍ରସ୍ତାବ ଉପରେ କ୍ୟାବିନେଟ୍‌ର ମୋହର ଲାଗିବା […]

Naveen_Patnaik

Naveen_Patnaik

Rakesh Mallick
  • Published: Monday, 14 March 2016
  • Updated: 14 March 2016, 02:31 AM IST

Sports

Latest News

ଭୁବନେଶ୍ୱର: ଆଜି ସଂଧ୍ୟା ୬ଟା ବେଳେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି।

ଖାଦ୍ୟ ଓ ଯୋଗାଣ ବିଭାଗ ପକ୍ଷରୁ ରାଜ୍ୟରେ ଫୁଡ୍ କମିଶନ ଗଠନ ନେଇ ଆସିଥିବା ପ୍ରସ୍ତାବକୁ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିପାରେ। ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟରେ ହେଲ୍‌ଥ ୟୁନିଭର୍ସିଟି ପ୍ରତିଷ୍ଠା ନେଇ ଦିଆଯାଇଥିବା ପ୍ରସ୍ତାବ ଉପରେ କ୍ୟାବିନେଟ୍‌ର ମୋହର ଲାଗିବା ସମ୍ଭାବନା ରହିଛି।

କନ୍ଧମାଳ ଦଙ୍ଗା ସମ୍ପର୍କିତ ତଦନ୍ତ କମିଶନଙ୍କ ରିପୋର୍ଟ ମଧ୍ୟ କ୍ୟାବିନେଟ୍‌ରେ ଉପସ୍ଥାପନ ହୋଇପାରେ। ସେହିପରି ସ୍କୁଲ ଓ ଗଣଶିକ୍ଷା, କୃଷି, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆସିଥିବା କିଛି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିବା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story