ଯୁକ୍ତଦୁଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତି ଦୁଇ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଇଂରାଜୀ ବିଷୟ ପରୀକ୍ଷା ହୋଇଛି। ସକାଳ ସାଢ଼େ ୯ଟାରେ ପରୀକ୍ଷାର୍ଥୀଙ୍କୁ ହଲ୍‌ରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଥିଲା। ୯ଟା ୪୫ ମିନିଟରେ ଖାତା ଦିଆଯାଇଥିଲା। ୧୦ଟାରୁ ଆରମ୍ଭ ହୋଇଥିଲା ପରୀକ୍ଷା। ଦିନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା। ଅନ୍ୟପକ୍ଷରେ ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ନିଷ୍ପତ୍ତିକ୍ରମେ ଅଧ୍ୟାପକମାନେ କଳାବ୍ୟାଜ୍ […]

plus-two

plus-two

Rakesh Mallick
  • Published: Wednesday, 02 March 2016
  • Updated: 02 March 2016, 02:36 PM IST

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତି ଦୁଇ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଇଂରାଜୀ ବିଷୟ ପରୀକ୍ଷା ହୋଇଛି। ସକାଳ ସାଢ଼େ ୯ଟାରେ ପରୀକ୍ଷାର୍ଥୀଙ୍କୁ ହଲ୍‌ରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଥିଲା। ୯ଟା ୪୫ ମିନିଟରେ ଖାତା ଦିଆଯାଇଥିଲା। ୧୦ଟାରୁ ଆରମ୍ଭ ହୋଇଥିଲା ପରୀକ୍ଷା। ଦିନ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା।

ଅନ୍ୟପକ୍ଷରେ ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ନିଷ୍ପତ୍ତିକ୍ରମେ ଅଧ୍ୟାପକମାନେ କଳାବ୍ୟାଜ୍ ପିନ୍ଧି ପରୀକ୍ଷା ପରିଚାଳନା କରିଥିଲେ।

ଚଳିତବର୍ଷ ୧ହଜାର ୯୮ଟି କେନ୍ଦ୍ରରେ ମୋଟ୍‌ ୩ ଲକ୍ଷ ୭୩ ହଜାର ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଉଛନ୍ତି। ଏଥିପାଇଁ ୨୦୩ଟି ଏକ୍‌ଜାମିନେସନ ମ୍ୟାନେଜମେଣ୍ଟ ହବ୍‌ରେ ପ୍ରଶ୍ନପତ୍ରକୁ ସୁରକ୍ଷିତ ଭାବେ ରଖାଯାଇଛି। ଉକ୍ତ ହବ୍‌ଗୁଡିକରେ ସିସିଟିଭି କ୍ୟାମେରା ଲାଗିଥିବା ବେଳେ ୨୪ ଘଣ୍ଟିଆ ପୋଲିସ ବ୍ୟବସ୍ଥା ରହିଛି। କପି ରୋକିବାକୁ ତ୍ରି-ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି।

ଆସନ୍ତାକାଲି କଳା ବିଭାଗର ଛାତ୍ରଛାତ୍ରୀମାନେ ଇଂରାଜୀ ପରୀକ୍ଷା ଦେବେ।    ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story