ବାହାରିଲା ଶ୍ରୀଜୀଉଙ୍କ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଭକ୍ତଙ୍କ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଲାଗିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏହାସହ ଆଜି ଆଡପ ଅଭଡା ପାଉଛନ୍ତି ଭକ୍ତ। ଶ୍ରୀକ୍ଷେତ୍ରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଛି। ଏଥିପାଇଁ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା। ଗତକାଲି ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ।  ପ୍ରଥମେ ମଦନ ମୋହନ, ରାମକୃଷ୍ଣ ଏବଂ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରର […]

rath-1

rath-1

Rakesh Mallick
  • Published: Saturday, 09 July 2016
  • Updated: 10 July 2016, 08:15 AM IST

Sports

Latest News

ପୁରୀ: ଆଡ଼ପ ମଣ୍ଡପରେ ଭକ୍ତଙ୍କ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଲାଗିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏହାସହ ଆଜି ଆଡପ ଅଭଡା ପାଉଛନ୍ତି ଭକ୍ତ। ଶ୍ରୀକ୍ଷେତ୍ରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଛି। ଏଥିପାଇଁ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା।

ଗତକାଲି ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ।  ପ୍ରଥମେ ମଦନ ମୋହନ, ରାମକୃଷ୍ଣ ଏବଂ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ଏହାପରେ ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ତିନିଠାକୁର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos