ମାଟ୍ରିକ୍ ପରୀକ୍ଷା ଖାତା ଦେଖା ଆରମ୍ଭ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ତଥା ମାଟ୍ରିକ ପରୀକ୍ଷାର ଖାତା ଦେଖା ଆଜିଠାରୁ ଆରମ୍ଭ ହୋଇଛି। ରାଜ୍ୟର ୬୭ଟି ଇ- ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ମୂଲ୍ୟାୟନରେ ରାଜ୍ୟର ୧୬ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ଚଳିତବର୍ଷ ରେକର୍ଡ ସଂଖ୍ୟକ ୬,୧୩୪୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଫେବୃୟାରୀ ୨୨ରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗତ ୪ ତାରିଖରେ ଶେଷ ହୋଇଥିଲା। ସେଇ ଦିନଠାରୁ […]

bord

Rakesh Mallick
  • Published: Friday, 11 March 2016
  • , Updated: 11 March 2016, 05:42 AM IST

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ତଥା ମାଟ୍ରିକ ପରୀକ୍ଷାର ଖାତା ଦେଖା ଆଜିଠାରୁ ଆରମ୍ଭ ହୋଇଛି। ରାଜ୍ୟର ୬୭ଟି ଇ- ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ମୂଲ୍ୟାୟନରେ ରାଜ୍ୟର ୧୬ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ଚଳିତବର୍ଷ ରେକର୍ଡ ସଂଖ୍ୟକ ୬,୧୩୪୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଫେବୃୟାରୀ ୨୨ରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗତ ୪ ତାରିଖରେ ଶେଷ ହୋଇଥିଲା। ସେଇ ଦିନଠାରୁ ଅବଜେକଟିଭ୍ ଉତ୍ତରଖାତାରେ ସ୍କାନିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

Related story