ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା  ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀ ମଧ୍ୟ ଯୋଗ ଦେବାର ସୂଚନା ମିଳିଛି।  ଏହି ଗସ୍ତ ସମୟରେ ସେ ଅନ୍ୟ କେତେକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ବୋଲି ଜଣାପଡ଼ିଛି। ଦିଲ୍ଲୀ ଗସ୍ତ ସାରି ୨୭ ତାରିଖରେ ନବୀନ ଓଡ଼ିଶା ଫେରିବେ।  

cmnaveen

Rakesh Mallick
  • Published: Saturday, 23 April 2016
  • , Updated: 23 April 2016, 12:46 PM IST

Related story