ambulance-accident
Advertisment
ସୋର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କୁକୁରା ବଜାର ନିକଟରେ ଆଜି ଭୋରରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ଆମ୍ବୁଲାନ୍ସଟିଏ ଧକ୍କା ଦେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।
Advertisment
ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ପଶ୍ଚିମ ବଙ୍ଗର ମେଦିନାପୁରକୁ ଯାଉଥିଲା। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କର ଭଦ୍ରକ ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ତିନି ଗୁରୁତରଙ୍କୁ ମଧ୍ୟ ଭଦ୍ରକ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2016/05/ambulance-accident.jpg)