ଅନୁଗୋଳ: ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ୨ ମୃତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ବଇସଣା ନିକଟରେ ଆଜି ଭୋରରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଓ ୬ ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଡମ୍ବରୁଧର ସ୍ୱାଇଁ ଓ ରାଜେଶ ସାହୁ। ଆହତମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାଗ୍ରସ୍ତ ବସ୍‌ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା। ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ […]

angul-accident

angul-accident

Rakesh Mallick
  • Published: Saturday, 30 April 2016
  • Updated: 30 April 2016, 05:12 AM IST

Sports

Latest News

angul-accidentଅନୁଗୋଳ: ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ବଇସଣା ନିକଟରେ ଆଜି ଭୋରରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ୨ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଓ ୬ ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଡମ୍ବରୁଧର ସ୍ୱାଇଁ ଓ ରାଜେଶ ସାହୁ। ଆହତମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାଗ୍ରସ୍ତ ବସ୍‌ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା। ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ଉଭୟ ବସ୍ ଓ ଟ୍ରକ୍ ଡ୍ରାଇଭରଙ୍କ ବେପାରୁଆ ଗାଡ଼ି ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି। ଦୁର୍ଘଟଣା ଖବର ପାଇ ହଣ୍ଡପା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲା ଓ ଡାକ୍ତରଖାନା ପଠାଇଥିଲା।

ଆହତମାନଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ଅନୁଗୋଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଡାକ୍ତର ଶ୍ରୀଧର ପ୍ରଧାନ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story