ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ

ବରଗଡ଼: ବରଗଡ଼ ଜିଲ୍ଲାରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ ହୋଇଛି। ମୃତକ ହେଲେ ତୋରା ଗାଁର ଅକ୍ଷୟ ଧରେଇ। ସେ ଚାଷ ପାଇଁ ସୋସାଇଟିରୁ ୨ ଲକ୍ଷ ଟଙ୍କା ଋଣ ଆଣିଥିଲେ। ତେବେ ୯ ଏକର ଜମିରେ ପୋକ ଲାଗିଯିବାରୁ ବିଷ ପିଇଦେଇଥିବା ତାଙ୍କ ପରିବାର ଲୋକେ କହିଛନ୍ତି। ଏନେଇ ପ୍ରଶାସନ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ସୂଚନାଯୋଗ୍ୟ, ଗତ ଚାରିଦିନ ତଳେ ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଲକ ମଲମୁଣ୍ଡା ଗାଁର ଇନ୍ଦ୍ର ବରିହା ନାମକ […]

farmer

farmer

Rakesh Mallick
  • Published: Monday, 30 October 2017
  • Updated: 30 October 2017, 10:51 AM IST

Sports

Latest News

ବରଗଡ଼: ବରଗଡ଼ ଜିଲ୍ଲାରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ ହୋଇଛି। ମୃତକ ହେଲେ ତୋରା ଗାଁର ଅକ୍ଷୟ ଧରେଇ। ସେ ଚାଷ ପାଇଁ ସୋସାଇଟିରୁ ୨ ଲକ୍ଷ ଟଙ୍କା ଋଣ ଆଣିଥିଲେ। ତେବେ ୯ ଏକର ଜମିରେ ପୋକ ଲାଗିଯିବାରୁ ବିଷ ପିଇଦେଇଥିବା ତାଙ୍କ ପରିବାର ଲୋକେ କହିଛନ୍ତି।

ଏନେଇ ପ୍ରଶାସନ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ସୂଚନାଯୋଗ୍ୟ, ଗତ ଚାରିଦିନ ତଳେ ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଲକ ମଲମୁଣ୍ଡା ଗାଁର ଇନ୍ଦ୍ର ବରିହା ନାମକ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ମରୁଡ଼ିରେ ଫସଲହାନି ଯୋଗୁଁ ଇନ୍ଦ୍ର ବିଷ ପିଇ ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ମଲମୁଣ୍ଡା ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story