ଅନୁଗୋଳ ବସ୍‌ ଦୁର୍ଘଟଣା ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ

ଅନୁଗୋଳ: ଆଠମଲ୍ଲିକ ରାସ୍ତାର ଜାତୀୟ ରାଜପଥ ୫୫ର ତୁକୁଡା ନିକଟରେ ଆଜି ପୋଲ ତକୁ ବସ୍‌ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିବା ଘଟଣାର ତଦନ୍ତ ପାଇଁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ କମିଟି ଗଠନ କରାଯାଇଛି। ଏଥିରେ  ଅନୁଗୋଳ ଉପ-ଜିଲ୍ଲାପାଳ, ଏସ୍‌ଡିପିଓ ଓ ଆରଟିଓ ସଦସ୍ୟ ଅଛନ୍ତି। ଘଟଣାର ତଦନ୍ତ କରି ଆସନ୍ତାକାଲି ସୁଦ୍ଧା ରିପୋର୍ଟ ଦେବାକୁ କମିଟିକୁ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲ ନିର୍ଦ୍ଦେଶ ଦେଇଛନ୍ତି। ଜଣେ […]

an3

an3

Rakesh Mallick
  • Published: Tuesday, 25 October 2016
  • Updated: 25 October 2016, 10:19 PM IST

Sports

Latest News

an5ଅନୁଗୋଳ: ଆଠମଲ୍ଲିକ ରାସ୍ତାର ଜାତୀୟ ରାଜପଥ ୫୫ର ତୁକୁଡା ନିକଟରେ ଆଜି ପୋଲ ତକୁ ବସ୍‌ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିବା ଘଟଣାର ତଦନ୍ତ ପାଇଁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ କମିଟି ଗଠନ କରାଯାଇଛି। ଏଥିରେ  ଅନୁଗୋଳ ଉପ-ଜିଲ୍ଲାପାଳ, ଏସ୍‌ଡିପିଓ ଓ ଆରଟିଓ ସଦସ୍ୟ ଅଛନ୍ତି। ଘଟଣାର ତଦନ୍ତ କରି ଆସନ୍ତାକାଲି ସୁଦ୍ଧା ରିପୋର୍ଟ ଦେବାକୁ କମିଟିକୁ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲ ନିର୍ଦ୍ଦେଶ ଦେଇଛନ୍ତି।

ଜଣେ ବାଇକ୍‌ ଆରୋହୀଙ୍କୁ ସାଇଡ ଦେବାକୁ ଯାଇ ‘ଜହ୍ନମାମୁ’ ନାମକ ଘରୋଇ ବସ୍‌ଟି ପୋଲ ତଳକୁ ଖସି ପଡ଼ିଥିଲା। ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ଅନ୍ୟ ୩ ଜଣଙ୍କ ମୃତ୍ୟୁ ଘଟିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରୁ ୩୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ପ୍ରାଥମିକ ତଦନ୍ତରୁ ବସ୍‌ ଚାଳକଙ୍କ ଭୁଲ ଯୋଗୁଁ ଦୁର୍ଘଟଣା ଘଟିଛି ବୋଲି ସନ୍ଦେହ କରାଯାଉଛି।

ରାଜ୍ୟପାଳ ଏସ୍‌.ସି ଜମୀର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଓ ଆହତଙ୍କୁ ମାଗଣା ଚିକିତ୍ସା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story