ଅନୁଗୋଳ: ଟ୍ରକ ଧକ୍କାରେ ସ୍କୁଲ ଛାତ୍ର ମୃତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେରରେ ଟ୍ରକ ଧକ୍କାରେ ଜଣେ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାଁ ଦୀପ୍ତେଶ ବେହେରା। ସେ ପଞ୍ଚମ ଶ୍ରେଣୀରେ ପାଠ ପଢନ୍ତି। ଆଜି ସକାଳେ ସେ ଟ୍ୟୁସନ୍‌ ଯାଉଥିବା ବେଳେ ତାଳଚେର ନିକଟ ବହ୍ଲର ଛକଠାରେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏହାସହ ଦିନରେ ଟ୍ରକ୍ […]

anugul

anugul

Rakesh Mallick
  • Published: Thursday, 22 September 2016
  • Updated: 22 September 2016, 12:41 PM IST

Sports

Latest News

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେରରେ ଟ୍ରକ ଧକ୍କାରେ ଜଣେ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାଁ ଦୀପ୍ତେଶ ବେହେରା। ସେ ପଞ୍ଚମ ଶ୍ରେଣୀରେ ପାଠ ପଢନ୍ତି। ଆଜି ସକାଳେ ସେ ଟ୍ୟୁସନ୍‌ ଯାଉଥିବା ବେଳେ ତାଳଚେର ନିକଟ ବହ୍ଲର ଛକଠାରେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଏହାସହ ଦିନରେ ଟ୍ରକ୍ ଚଳାଚଳ ବନ୍ଦ ରଖିବାକୁ ଦାବି କରିଛନ୍ତି। ରାସ୍ତରୋକ ଯୋଗୁଁ ବଅଁରପାଳରୁ ତାଳଚେର ଓ ପାଲଲହଡ଼ାକୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story