ଆସନ୍ତା ସପ୍ତାହରେ କେରଳ ଛୁଇଁବ ମୌସୁମୀ ବାୟୁ, ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା

ଭୁବନେଶ୍ୱର:  ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଅନ୍ୟପକ୍ଷରେ  ରାଜ୍ୟରେ  ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ୬୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ମୌସୁମୀ ବାୟୁ କେରଳ ଛୁଇଁବାର ୧୦ ଦିନ ପରେ ଓଡ଼ିଶାରେ ପହଞ୍ଚିଥାଏ। ଚଳିତବର୍ଷ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି  ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଭାରତରେ […]

brasha

brasha

Rakesh Mallick
  • Published: Friday, 03 June 2016
  • Updated: 03 June 2016, 10:25 AM IST

Sports

Latest News

ଭୁବନେଶ୍ୱର:  ଆସନ୍ତା ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଅନ୍ୟପକ୍ଷରେ  ରାଜ୍ୟରେ  ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱରରେ ୬୦ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ମୌସୁମୀ ବାୟୁ କେରଳ ଛୁଇଁବାର ୧୦ ଦିନ ପରେ ଓଡ଼ିଶାରେ ପହଞ୍ଚିଥାଏ। ଚଳିତବର୍ଷ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି  ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଭାରତରେ ୧୦୮ ପ୍ରତିଶତ ଏବଂ ମଧ୍ୟ-ଦକ୍ଷିଣ ଭାରତରେ ୧୧୩ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି।ତେବେ ଉତ୍ତର- ପୂର୍ବ ଭାରତରେ  ସ୍ୱାଭବିକଠାରୁ କମ୍ ବୃଷ୍ଟିପାତ ହେବ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ  ଶରତ ଚନ୍ଦ୍ର ସାହୁ କହିଛନ୍ତି, “୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଆହୁରି ବର୍ଷା ହେବାର ସମ୍ଭାବନା ରହିଛି।  ଭୁବନେଶ୍ୱରରେ ୬୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପାଗ ଏହିପରି ରହିବ। ରବିବାରଠାରୁ ତାପମାତ୍ରା କମିବ।  ଆସନ୍ତା ସପ୍ତାହରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story