‘ଭଦ୍ରକରେ ଅଶାନ୍ତି ସୃଷ୍ଟିକାରୀଙ୍କ ବିରୋଧରେ ଆଇନ୍‌ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ’

ଭଦ୍ରକ: ଭଦ୍ରକରେ ଅଶାନ୍ତି ସୃଷ୍ଟିକାରୀଙ୍କ ବିରୋଧରେ ଆଇନ୍‌ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ହିଂସାକାଣ୍ଡରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ। ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରାଯାଇ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ଥଇଥାନ୍‌ କରାଯିବ। ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଏହାସହ ତିନି ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନବୀନ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ବିଧାୟକ, […]

naveen

naveen

Rakesh Mallick
  • Published: Wednesday, 12 April 2017
  • Updated: 12 April 2017, 04:54 PM IST

ଭଦ୍ରକ: ଭଦ୍ରକରେ ଅଶାନ୍ତି ସୃଷ୍ଟିକାରୀଙ୍କ ବିରୋଧରେ ଆଇନ୍‌ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ହିଂସାକାଣ୍ଡରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ। ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରାଯାଇ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ଥଇଥାନ୍‌ କରାଯିବ। ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ଏହାସହ ତିନି ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନବୀନ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ବିଧାୟକ, ଗୃହ ସଚିବ, ପୋଲିସ୍‌ ଡିଜି, କେନ୍ଦ୍ରାଞ୍ଚଳ ଆରଡିସି ଓ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ହିଂସା ପ୍ରଭାବିତ ଅଞ୍ଚଳ ଗସ୍ତ କରିଥିଲେ। ସେ ପୁରୁଣା ବଜାର, ଚନ୍ଦନ ବଜାର, ଅପର୍ତ୍ତି ବଜାର ବୁଲିଥିଲେ। ମଝିରେ ମଝିରେ କାର୍‌ରୁ ଓହ୍ଲାଇ ସ୍ଥିତି ସମ୍ପର୍କରେ ଲୋକଙ୍କୁ ପଚାରି ବୁଝିଥିଲେ। ପୂର୍ବ ସ୍ଥିତି ଫେରାଇ ଆଣିବାକୁ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିଥିଲେ।

କ୍ଷତିଗ୍ରସ୍ତ ବ୍ୟବସାୟୀ ସୟଦ ଉର ରେହମାନ କହିଛନ୍ତି,“ହିଂସାକାଣ୍ଡରେ ବହୁ ଦୋକାନ ପୋଡ଼ି ଯାଇଛି। ଏନେଇ ଆମେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ। ମୁଖ୍ୟମନ୍ତ୍ରୀ ଆମକୁ କ୍ଷତିପୂରଣ ପ୍ରଦାନ କରିବେ ବୋଲି କହିଛନ୍ତି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story