ଆସିକା: ଘରୋଇ କଳିକୁ କେନ୍ଦ୍ର କରି ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ତ୍ରୀ ମୃତ

ଆସିକା: ଗଞ୍ଜାମ ଜିଲ୍ଳା ଆସିକା  ସୁନାମ ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଘରୋଇ କଳିକୁ କେନ୍ଦ୍ର କରି ଆଜି ସକାଳେ ଦେହରେ କିରୋସିନି ଢ଼ାଳି ଉଭୟ ସ୍ୱାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ  ବ୍ରହ୍ମପୁର ବଡ଼ମେଡିକାଲରେ ଭର୍ତ୍ତି କରାଯାଇଥିଲା।  ତେବେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀର ଅବସ୍ଥା ଗୁରୁତର ରହିଛି।

asika death

Rakesh Mallick
  • Published: Sunday, 20 March 2016
  • , Updated: 20 March 2016, 04:23 AM IST

Related story