ମେଷ: ଅସୁସ୍ଥ ଅନୁଭବ କରିବେ। ପରିବାରରେ ବାଦ-ବିବାଦ ଦେଖାଦେଇପାରେ। ଆର୍ଥିକ ସ୍ଥିତି ଏତଟା ଭଲ ରହିବ ନାହିଁ।
ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ପରିବାର ଲୋକଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ।
ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।
କର୍କଟ: ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଲାଭବାନ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ସିଂହ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ସୁସ୍ଥ ରହିବେ। ଖର୍ଚ୍ଚ ବଢ଼ିବ।
କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। ଧନପ୍ରାପ୍ତିର ଯୋଗ ରହିଛି। ବିବାହ ମାମଲାରେ ସଫଳତା ମିଳିବ।
ତୁଳା: ନୂତନ ଯାନବାହନ କିଣି ପାରନ୍ତି। ବ୍ୟବସାୟରେ ଲାଭବାନ ହେବେ। ପରିବାର ଲୋକଙ୍କ ସହ ମତାନ୍ତର ହୋଇପାରେ।
ବିଚ୍ଛା: ଅସୁସ୍ଥ ଅନୁଭବ କରିବେ। ଚିନ୍ତିତ ରହିବେ। ଆର୍ଥିକ କ୍ଷତି ସହି ପାରନ୍ତି।
ଧନୁ: ଅଳସୁଆ ଅନୁଭବ କରିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଘରକୁ ଅତିଥି ଆସିପାରନ୍ତି।
ମକର: ଧନପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କ ସହ ମତଭେଦ ହୋଇପାରେ। ଘର ପାଇଁ କୌଣସ ଜିନିଷ କିଣି ପାରନ୍ତି।
କୁମ୍ଭ: ବ୍ୟବସାୟରେ ଲାଭବାନ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ବିଦେଶକୁ ଯାତ୍ରା କରିପାରନ୍ତି।
ମୀନ: ନୂତନ ଜିନିଷ କିଣି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ଚାକିରିରେ ନୂତନ ଅବସର ମିଳିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।