ଅଶୋକ ଗଛ। ନାଁ ଯେମିତି, ଗୁଣ ବି ସେମିତି। ଅ-ଶୋକ ମାନେ ଶୋକ ଦୂରକାରୀ। ନିଜ ନାମ ଅନୁସାରେ ଶୋକ ବା ଦୁଃଖ ହରଣ କରିଥାଏ ଏହି ଗଛ। ବାସ୍ତୁ ଅନୁସାରେ ଅଶୋକ ଗଛ ଘରେ ଲଗାଇବା ଅତ୍ୟନ୍ତ ଲାଭଦାୟୀ। ଏହି ଗଛକୁ ଘରେ ଲଗାଇବା ଦ୍ୱାରା ଆର୍ଥିକ ଅଭିବୃଦ୍ଧି ହେବା ସହ ସକାରାତ୍ମକ ଶକ୍ତି ଘରେ ପ୍ରବେଶ କରିଥାଏ। ତାହେଲେ ଆସନ୍ତୁ ଜାଣିବା କେଉଁ ଦିଗରେ ଏହି ଗଛକୁ ଲଗାଇଲେ ଶୁଭ ଫଳ ମିଳିଥାଏ।
- ବାସ୍ତୁ ଅନୁସାରେ ଅଶୋକ ଗଛକୁ ଘରର ଉତ୍ତର ଦିଗରେ ଲଗାଇଲେ ଘରେ ସକାରାତ୍ମକ ଶକ୍ତି ପ୍ରବେଶ କରିଥାଏ।
- ଏହାକୁ ପୂଜା କଲେ ସବୁ ପ୍ରକାର ରୋଗ ଦୂର ହୁଏ ଏବଂ ପରିବାରରେ ସୁଖ ଓ ଶାନ୍ତି ବଜାୟ ରହେ।
- ଶାସ୍ତ୍ର ଅନୁସାରେ ମହିଳାମାନେ ଅଶୋକ ଗଛରେ ଜଳ ଚଢାଇବା ଦ୍ୱାରା ବୈବାହିକ ଜୀବନ ସୁଖମୟ ହୋଇଥାଏ।
- ଅଶୋକ ଗଛର ପତ୍ରର ତୋରଣ ଘରର ମୁଖ୍ୟ ଦ୍ୱାରରେ ଲଗାଇଲେ ନକାରାତ୍ମକ ଶକ୍ତି ଘରେ ପ୍ରବେଶ କରିପାରେ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...