ଇସ୍ତଫା ଦେଲେ ଅତନୁ

ଭୁବନେଶ୍ୱର: ଶେଷରେ ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସମ୍ ହସ୍ପିଟାଲ୍ ଅଗ୍ନିକାଣ୍ଡ ଘଟଣା ପରେ ଇସ୍ତଫା ଦେବା ପାଇଁ ଚାରି ଆଡୁ ତାଙ୍କ ଉପରେ ଚାପ ପଡ଼ିଥିଲା। ଆଜି ସେ ତାଙ୍କର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବା ସହିତ ରାଜ୍ୟପାଳଙ୍କ ନିକଟକୁ ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚତୁର୍ଥ ପାଳିରେ ଇସ୍ତଫା ଦେବାରେ ଅତନୁ ହେଉଛନ୍ତି ପ୍ରଥମ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀ […]

atanu

atanu

Rakesh Mallick
  • Published: Friday, 21 October 2016
  • Updated: 21 October 2016, 08:03 PM IST

Sports

Latest News

atanuଭୁବନେଶ୍ୱର: ଶେଷରେ ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସମ୍ ହସ୍ପିଟାଲ୍ ଅଗ୍ନିକାଣ୍ଡ ଘଟଣା ପରେ ଇସ୍ତଫା ଦେବା ପାଇଁ ଚାରି ଆଡୁ ତାଙ୍କ ଉପରେ ଚାପ ପଡ଼ିଥିଲା। ଆଜି ସେ ତାଙ୍କର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବା ସହିତ ରାଜ୍ୟପାଳଙ୍କ ନିକଟକୁ ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚତୁର୍ଥ ପାଳିରେ ଇସ୍ତଫା ଦେବାରେ ଅତନୁ ହେଉଛନ୍ତି ପ୍ରଥମ ମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି,“ନୈତିକତା ଦୃଷ୍ଟିରୁ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମୁଁ ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛି ଏବଂ ଏହାକୁ ରାଜ୍ୟପାଳଙ୍କ ନିକଟକୁ ପଠାଇ ଦେଇଛି।”

ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା କହିଛନ୍ତି,“ଅତନୁ ସବ୍ୟସାଚୀ ନାୟକ ଚାପରେ ପଡ଼ି ଇସ୍ତଫା ଦେଇଛନ୍ତି। ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବା ଉଚିତ୍।”

ସମ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ପରେ ଏହାର ମାଲିକ ମନୋଜ ନାୟକ ଓ ଅତନୁ ସବ୍ୟସାଚୀ ନାୟକଙ୍କ ମଧ୍ୟରେ ଥିବା ସଂପର୍କକୁ ନେଇ ଜୋର ଚର୍ଚ୍ଚା ଧରିଥିଲା। ଅତନୁଙ୍କ ପତ୍ନୀ ମନୋଜଙ୍କ ପରିଚାଳିତ ଏକ କଲେଜରେ ଅଧ୍ୟାପନା କରୁଥିବା କଥା ସାମ୍ନାକୁ ଆସିଥିଲା। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମ୍ ହସ୍‌ପିଟାଲ୍‌କୁ ଅହେତୁକ ଅନୁକମ୍ପା ଦେଖାଇଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ନଗଡ଼ାରେ ଅପପୁଷ୍ଟି ଓ ଜାପାନିଜ୍ ଏନ୍‌ସେଫାଲାଇଟିସ୍‌ରେ ଶିଶୁ ମୃତ୍ୟୁକୁ ନେଇ ମଧ୍ୟ ଚାପରେ ଥିଲେ ଅତନୁ।

ସୂଚନାଯୋଗ୍ୟ, ସମ୍ ହସ୍ପିଟାଲ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story