ଟ୍ରକ୍‌କୁ ପିଟିଲା ବସ୍‌, ୩୦ ଆହତ

ଆଠଗଡ଼: କଟକ ଜିଲ୍ଲା ଖୁଣ୍ଟୁଣୀ ବଜାରରେ ଆଜି ଭୋରରେ ଏକ ପିକ୍‌ନିକ୍‌ ବସ୍‌ ଏକ ହାଇୱା ଟ୍ରକ୍‌କୁ ପଛପଟରୁ ଧକ୍କା ଦେବାରୁ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟିରେ ୬୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ସମସ୍ତେ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଅନ୍ତର୍ଗତ ଗୋତଳବିନ୍ଧା ଗାଁର। ସେମାନେ ସମ୍ବଲପୁରରୁ ପିକ୍‌ନିକ୍ ସାରି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

athagarhbus

athagarhbus

Rakesh Mallick
  • Published: Saturday, 07 January 2017
  • Updated: 07 January 2017, 10:47 PM IST

Sports

Latest News

ଆଠଗଡ଼: କଟକ ଜିଲ୍ଲା ଖୁଣ୍ଟୁଣୀ ବଜାରରେ ଆଜି ଭୋରରେ ଏକ ପିକ୍‌ନିକ୍‌ ବସ୍‌ ଏକ ହାଇୱା ଟ୍ରକ୍‌କୁ ପଛପଟରୁ ଧକ୍କା ଦେବାରୁ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ଟିରେ ୬୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ସମସ୍ତେ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଅନ୍ତର୍ଗତ ଗୋତଳବିନ୍ଧା ଗାଁର। ସେମାନେ ସମ୍ବଲପୁରରୁ ପିକ୍‌ନିକ୍ ସାରି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story