କେନ୍ଦ୍ରାପଡ଼ା: ବାବା ସାରଥୀଙ୍କ ପ୍ରସଙ୍ଗରେ ଆଜି ଦିଆଯାଇଛି ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ। ଆଳି ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଚିଠି ଆଧାରରେ ଜିଲ୍ଲାପାଳ ନିରଞ୍ଜନ ନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରିବାକୁ ସେ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ଏସଡିପିଓଙ୍କୁ ଦାୟିତ୍ୱ ଦେଇଛନ୍ତି ଏସପି।
ଅନ୍ୟପକ୍ଷରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ସଂଜୀବ ମାରିକ କହିଛନ୍ତି ଯେ ଲିଖିତ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Sports
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର
ରାଜ୍ୟବ୍ୟାପୀ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
Miscellaneous
ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ, କାର୍ଯ୍ୟରତ ୨ସଦସ୍ୟଙ୍କୁ ନେଇ ସସପେନ୍ସ
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Miscellaneous
ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ
ବେଦାନ୍ତ ଜମି ଫେରି ପାଇବା ବଦଳରେ କ୍ଷତିପୂରଣ ରାଶି ଫେରାଇବା ଅଦାଲତଙ୍କ ନିର୍ଦ୍ଦେଶ। ଯଦି ଲୋକେ ନିଜ ଜମି ଫେରିପାଇବା ଲାଗି କ୍ଷତିପୂରଣ ରାଶି ବାଧକ ସାଜେ ତେବେ ସରକାର ଏହା ଉପରେ ବିଚାର କରିବେ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
Miscellaneous
ରାଜଧାନୀରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଘର
ସମାବେଶକୁ ସମ୍ବୋଧିତ କରି ଡ. ମହାପାତ୍ର ବସ୍ତିବାସିନ୍ଦାଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି।