ବାବା ସାରଥୀ ପ୍ରସଙ୍ଗ: କେନ୍ଦ୍ରାପଡ଼ା ଜିଲ୍ଲାପାଳ ଦେଲେ ତଦନ୍ତ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା: ବାବା ସାରଥୀଙ୍କ ପ୍ରସଙ୍ଗରେ ଆଜି ଦିଆଯାଇଛି ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ। ଆଳି ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଚିଠି ଆଧାରରେ ଜିଲ୍ଲାପାଳ ନିରଞ୍ଜନ ନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରିବାକୁ ସେ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ଏସଡିପିଓଙ୍କୁ ଦାୟିତ୍ୱ ଦେଇଛନ୍ତି ଏସପି। ଅନ୍ୟପକ୍ଷରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ସଂଜୀବ ମାରିକ କହିଛନ୍ତି ଯେ ଲିଖିତ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

sarathi

Rakesh Mallick
  • Published: Wednesday, 05 August 2015
  • , Updated: 05 August 2015, 01:48 PM IST

କେନ୍ଦ୍ରାପଡ଼ା: ବାବା ସାରଥୀଙ୍କ ପ୍ରସଙ୍ଗରେ ଆଜି ଦିଆଯାଇଛି ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ। ଆଳି ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଚିଠି ଆଧାରରେ ଜିଲ୍ଲାପାଳ ନିରଞ୍ଜନ ନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରିବାକୁ ସେ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ଏସଡିପିଓଙ୍କୁ ଦାୟିତ୍ୱ ଦେଇଛନ୍ତି ଏସପି।

ଅନ୍ୟପକ୍ଷରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ସଂଜୀବ ମାରିକ କହିଛନ୍ତି ଯେ ଲିଖିତ ଅଭିଯୋଗ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Related story