ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୨୦ ଆହତ

ବାଲେଶ୍ୱର: ଗତକାଲି ରାତି ପ୍ରାୟ ସାଢ଼େ ୧୨ଟା ବେଳେ ବାଲେଶ୍ୱର ଜିଲ୍ଲା ନହରପାଟଣା ନିକଟରେ ୫ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌ଟି ପାରାଦୀପରୁ କୋଲକାତା ଯାଉଥିଲା। ଅସାବଧାନତା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ ଉଭୟ ବସ୍ ଓ ଟ୍ରକ ଡ୍ରାଇଭର ଗାଡ଼ିରେ ଚାପି […]

bus-accident

bus-accident

Rakesh Mallick
  • Published: Saturday, 12 November 2016
  • Updated: 12 November 2016, 07:36 AM IST

Sports

Latest News

ବାଲେଶ୍ୱର: ଗତକାଲି ରାତି ପ୍ରାୟ ସାଢ଼େ ୧୨ଟା ବେଳେ ବାଲେଶ୍ୱର ଜିଲ୍ଲା ନହରପାଟଣା ନିକଟରେ ୫ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ବସ୍‌ଟି ପାରାଦୀପରୁ କୋଲକାତା ଯାଉଥିଲା। ଅସାବଧାନତା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ ଉଭୟ ବସ୍ ଓ ଟ୍ରକ ଡ୍ରାଇଭର ଗାଡ଼ିରେ ଚାପି ହୋଇ ରହିଥିଲେ। ସହଦେବଖୁଣ୍ଟା ପୋଲିସ୍ ପହଞ୍ଚି ଯାତ୍ରୀଙ୍କ ସହିତ ସେମାନଙ୍କୁ ଉଦ୍ଧାର କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story