ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗେ।ପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ […]

rain

rain

Rakesh Mallick
  • Published: Wednesday, 26 August 2015
  • Updated: 26 August 2015, 03:43 AM IST

Sports

Latest News

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗେ।ପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos