ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ୪୮ ଘଣ୍ଟାରେ ବାତ୍ୟାର ରୂପ ନେବ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମେ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କେତେ ରହିବ ସେ ନେଇ ଆସନ୍ତାକାଲି ଚିତ୍ର ସ୍ପଷ୍ଟ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ପୋର୍ଟ  ବ୍ଲେୟାରଠାରୁ ଦକ୍ଷିଣ- ଦକ୍ଷିଣ ପଶ୍ଚିମ ଦିଗରେ ୩୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା […]

depression

depression

Rakesh Mallick
  • Published: Wednesday, 07 December 2016
  • Updated: 08 December 2016, 07:15 AM IST

Sports

Latest News

depressionଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମେ ଘନୀଭୂତ ହେବାରେ ଲାଗିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କେତେ ରହିବ ସେ ନେଇ ଆସନ୍ତାକାଲି ଚିତ୍ର ସ୍ପଷ୍ଟ ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଲଘୁଚାପ ପୋର୍ଟ  ବ୍ଲେୟାରଠାରୁ ଦକ୍ଷିଣ- ଦକ୍ଷିଣ ପଶ୍ଚିମ ଦିଗରେ ୩୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଡିପ୍‌ ଡିପ୍ରେସନରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଟଣାରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଉଛି।

ତେବେ ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିବ କି ନାହିଁ ତାହାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ଓ ପୂର୍ବତଟର କେଉଁ ଉପକୂଳକୁ ଏହା ଅତିକ୍ରମ କରିବ ତାହା ଆସନ୍ତାକାଲି ସ୍ପଷ୍ଟ ହେବ।

ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ କିଛିଦିନ ହେବ କମି ଯାଇଥିବା ଶୀତ ପୁଣି ଫେରିଛି। ବିଶେଷ କରି ଆଭ୍ୟନ୍ତରୀଣ ଅଞ୍ଚଳରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। କନ୍ଧମାଳ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେଉଛି। ଗତକାଲି ଦାରିଙ୍ଗବାଡିର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହିପରି ଫୁଲବାଣୀରେ ମଧ୍ୟ ପାରଦ ୭ ଡିଗ୍ରୀ ତଳକୁ ଖସି ଆସିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି,“୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତ ରହିବ। ଆଜି ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡିରେ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଉତ୍ତର-ପୂର୍ବ ଦିଗରେ ପବନର ବେଗ ଘଣ୍ଟାପ୍ରତି ୨୫ କି.ମି. ରହୁଛି। ଏହି ପବନ ପାଗକୁ ଆହୁରି ଥଣ୍ଡା କରୁଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story