ଜାଣନ୍ତୁ ନଡ଼ିଆ ପାଣି ପିଇଲେ କେଉଁ ରୋଗରୁ ମୁକ୍ତି ପାଇବେ

ନଡ଼ିଆ ପାଣିର ସ୍ୱାଦ ଭାରି ମିଠା। ଏହା ଆମ ଶରୀର ପାଇଁ ଖୁବ୍ ହିତକାରକ। ଏହାକୁ ଛୋଟ ଠାରୁ ବଡ଼ ସବୁ ବୟସ୍କର ଲୋକେ ପସନ୍ଦ କରିଥାନ୍ତି। ବର୍ଷର ସବୁ ସମୟରେ ଏହାର ଆବଶ୍ୟକତା ଥାଏ। ହେଲେ ଖରା ଦିନେ ଏହାର ଚାହିଦା ଖୁବ୍ ବଢ଼ିଯାଇଥାଏ। ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ – ୧ -ନଡ଼ିଆ ପାଣିରେ ଖଣିଜ ଲବଣ ଭରପୂର ହୋଇଥାଏ । ନଡ଼ିଆ ପାଣି ପିଇଲେ ଆମ ଶରୀରକୁ ଶକ୍ତି ମିଳିଥାଏ । […]

INBV-Coconut-Water-shutterstock

INBV-Coconut-Water-shutterstock

Rakesh Mallick
  • Published: Tuesday, 03 April 2018
  • Updated: 03 April 2018, 10:06 PM IST

ନଡ଼ିଆ ପାଣିର ସ୍ୱାଦ ଭାରି ମିଠା। ଏହା ଆମ ଶରୀର ପାଇଁ ଖୁବ୍ ହିତକାରକ। ଏହାକୁ ଛୋଟ ଠାରୁ ବଡ଼ ସବୁ ବୟସ୍କର ଲୋକେ ପସନ୍ଦ କରିଥାନ୍ତି। ବର୍ଷର ସବୁ ସମୟରେ ଏହାର ଆବଶ୍ୟକତା ଥାଏ। ହେଲେ ଖରା ଦିନେ ଏହାର ଚାହିଦା ଖୁବ୍ ବଢ଼ିଯାଇଥାଏ।

ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ

୧ -ନଡ଼ିଆ ପାଣିରେ ଖଣିଜ ଲବଣ ଭରପୂର ହୋଇଥାଏ । ନଡ଼ିଆ ପାଣି ପିଇଲେ ଆମ ଶରୀରକୁ ଶକ୍ତି ମିଳିଥାଏ ।

୨ -ଏହା ଆମ ଶରୀରରେ ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇଥାଏ । ଫଳରେ ଶରୀରରେ କୌଣସି ରୋଗ ହେବାର ଆଶଙ୍କା କମ୍ ହୋଇଥାଏ ।

୩- ଏହା ଆମ ଶରୀରର ମୋଟାପଣକୁ ବି ଦୂର କରିଥାଏ । ନଡ଼ିଆ ପାଣି ପିଇବାଦ୍ୱାରା ଆମକୁ ବାରମ୍ବାର ଭୋକ ହୋଇ ନ ଥାଏ ।

୪ -ବିଶେଷ କରି ସକାଳେ ନଡ଼ିଆ ପାଣି ପିଇଲେ ଶରୀର ପାଇଁ ଅଧିକ ଲାଭଦାୟକ ହୋଇଥାଏ ।

୫- ନଡ଼ିଆ ପାଣି ପିଇଲେ ଗଳଗଣ୍ଡ ଭଳି ମାରାତ୍ମକ ରୋଗ ଭଲ କରିବାରେ ସହାୟକ ହୋଇଥାଏ । ଆମ ଶରୀରରେ ବୃକକ୍‌କୁ ସୁସ୍ଥ ରଖେ ନଡ଼ିଆ ପାଣି।

୬-ନଡ଼ିଆ ପାଣି ପିଇଲେ ୟୁରିନ ଇନଫେକ୍ସନ ଭଳି ମାରାତ୍ମକ ରୋଗ ହେବାର ଆଶଙ୍କା କମ୍‌ ଥାଏ ।

୭ – ନଡ଼ିଆ ପାଣି ଆମ ତ୍ୱଚାକୁ ମସୃଣ ଓ ଉଜ୍ଜଳ ରଖିଥାଏ ।

 କିଛି ଲୋକ ନଡ଼ିଆ ପାଣିରେ ଅଣ୍ଡା ଭିତରେ ଥିବା ଧଳା ଅଂଶକୁ ମିଶାଇ ପିଇଥାନ୍ତି । କାରଣ ଅଣ୍ଡାର ଧଳା ଅଂଶରେ ଅଧିକ ପ୍ରୋଟିନ ଓ କ୍ୟାଲସିୟମ ଭରପୂର ହୋଇ ରହିଥାଏ । ନଡ଼ିଆ ପାଣିରେ ଖଣିଜ ଲବଣ ଥାଏ । ଏହାକୁ ମିଶାଇ ପିଇଲେ ଆମ ଶରୀରକୁ ଶକ୍ତି ମିଳିଥାଏ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story