ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତଙ୍କ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇଛି: ଡିଜିପି

କଟକ: ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ବିଜେଡି ଯୁବ ନେତା ତଥା କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟାକାଣ୍ଡର ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇଛି। ଖୁବଶୀଘ୍ର ସେମାନେ ଧରାପଡ଼ିବେ ବୋଲି କହିଛନ୍ତି ପୋଲିସ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ସେ କହିଛନ୍ତି,“ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି। ଏସ୍‌ପିଙ୍କ ନେତୃତ୍ୱରେ ୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯିବା ସହ ହତ୍ୟାରେ ବ୍ୟବହୃତ ଖଣ୍ଡା ଓ ବାଇକ୍‌କୁ ପୋଲିସ ଜବତ କରିଛି।” ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।  […]

Rakesh Mallick
  • Published: Sunday, 17 September 2017
  • Updated: 17 September 2017, 01:56 PM IST

Sports

Latest News

କଟକ: ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ବିଜେଡି ଯୁବ ନେତା ତଥା କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟାକାଣ୍ଡର ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇଛି। ଖୁବଶୀଘ୍ର ସେମାନେ ଧରାପଡ଼ିବେ ବୋଲି କହିଛନ୍ତି ପୋଲିସ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା।

ସେ କହିଛନ୍ତି,“ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଛି। ଏସ୍‌ପିଙ୍କ ନେତୃତ୍ୱରେ ୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯିବା ସହ ହତ୍ୟାରେ ବ୍ୟବହୃତ ଖଣ୍ଡା ଓ ବାଇକ୍‌କୁ ପୋଲିସ ଜବତ କରିଛି।”

ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।  ଅନ୍ୟମାନଙ୍କୁ ସିସିଟିଭି ଫୁଟେଜରେ ଚିହ୍ନଟ କରି ପୋଲିସ ସେମାନଙ୍କୁ ଧରିବା ଲାଗି ଛାନଭିନ ଚଳାଇଛି।  ଦୁର୍ବୃତ୍ତମାନେ ଘର ସାମ୍ନାରେ ଲକ୍ଷ୍ମୀଦତ୍ତଙ୍କୁ ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ। ପୂରା ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story