ଭବାନୀପାଟଣା, ଝରିଗାଁରେ ଦୁଇ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ

ଭବାନୀପାଟଣା/ନବରଙ୍ଗପୁର/ସମ୍ବଲପୁର: କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆଜି ଦୁଇଜଣ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ନର୍ଲା ପୁଜିପଦର ଗାଁର ସୋମନାଥ ମାଝି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ କିଛିଦିନ ହେବ ସେ ଚିନ୍ତାରେ ଥିଲେ। ପରିବାର ଭରଣପୋଷଣ ଓ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଗତକାଲି […]

farmer

farmer

Rakesh Mallick
  • Published: Monday, 16 November 2015
  • Updated: 17 November 2015, 01:37 AM IST

Sports

Latest News

ଭବାନୀପାଟଣା/ନବରଙ୍ଗପୁର/ସମ୍ବଲପୁର: କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆଜି ଦୁଇଜଣ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ନର୍ଲା ପୁଜିପଦର ଗାଁର ସୋମନାଥ ମାଝି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ କିଛିଦିନ ହେବ ସେ ଚିନ୍ତାରେ ଥିଲେ। ପରିବାର ଭରଣପୋଷଣ ଓ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଗତକାଲି ବିଳମ୍ୱିତ ରାତିରେ ସେ ବିଷ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୋମନାଥଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି। ଉତ୍ତ୍ୟକ୍ତ ଲୋକେ ମୃତଦେହ ଡାକ୍ତରଖାନା ସମ୍ମୁଖରେ ରଖି କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି।

ନବରଙ୍ଗପୁର ଜିଲ୍ଲାର ଝରିଗାଁ ବ୍ଲକ ରମସା ଗାଁର ଚାଷୀ ଦଶରୁ ଗୌଡ ଆତ୍ମହତ୍ୟା କରିଛନ୍ତି। ଫସଲହାନୀ ଓ ଋଣ ଋଣ ଚିନ୍ତାରେ ଦଶରୁ ଆଜି ଦୌଡି ଲଗାଇ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ସମ୍ୱଲପୁରରେ ଆଜି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଆତ୍ମହତ୍ୟା ଉଦ୍ୟମ କରିଥିବା ଚାଷୀ ଧନକଉଡା ବ୍ଲକ ଶଗଡିପାଲି ଗାଁର ସୁଶୀଲ ପାତ୍ର ବୋଲି ଜଣାପଡିଛି। ସୁଶୀଲଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଋଣ ବୋଝ ଓ ଫସଲହାନୀ ସହି ନ ପାରି ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସୋର ଅଞ୍ଚଳର ଦହିସରା ନୂଆଗାଁର ଚାଷୀ ପରମାନନ୍ଦ ଘଡ଼େଇ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ସେହିପରି ବରଗଡ଼ ଜିଲ୍ଳା ସୋହେଲା ବ୍ଲକ୍ ବିରିପାଲି ଗାଁର ତରଣୀ ପରିହା ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story