ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତ: ୯ ମୃତ, ୮ ଗୁରୁତର

ଦେବଗଡ/ମାଲକାନଗିରି/ନବରଙ୍ଗପୁର/ଭଞ୍ଜନଗର: ଦେବଗଡ, ମାଲକାନଗିରି, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲା ବିଭିନ୍ନ ସ୍ଥାନରେ ଆଜି ବଜ୍ରପାତ ଘଟି ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦେବଗଡ଼ ଜିଲ୍ଲା ପେଣ୍ଡ୍ରାଖୋଲ ଗାଁରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ପେଣ୍ଡ୍ରାଖୋଲ କ୍ରସରରୁ କାମ କରି ୪ ଜଣ ଶ୍ରମିକ ଘରକୁ ଫେରୁଥିବା ବେଳେ ବଜ୍ରପାତ ଘଟିଥିଲା । ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ […]

lightning

lightning

Rakesh Mallick
  • Published: Sunday, 06 September 2015
  • Updated: 06 September 2015, 02:56 PM IST

Sports

Latest News

ଦେବଗଡ/ମାଲକାନଗିରି/ନବରଙ୍ଗପୁର/ଭଞ୍ଜନଗର: ଦେବଗଡ, ମାଲକାନଗିରି, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲା ବିଭିନ୍ନ ସ୍ଥାନରେ ଆଜି ବଜ୍ରପାତ ଘଟି ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦେବଗଡ଼ ଜିଲ୍ଲା ପେଣ୍ଡ୍ରାଖୋଲ ଗାଁରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ପେଣ୍ଡ୍ରାଖୋଲ କ୍ରସରରୁ କାମ କରି ୪ ଜଣ ଶ୍ରମିକ ଘରକୁ ଫେରୁଥିବା ବେଳେ ବଜ୍ରପାତ ଘଟିଥିଲା । ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଗୁରୁତରଙ୍କୁ ଦେବଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେହିଭଳି ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକର ସୋମରଥଗୁଡ଼ା ଗାଁରେ ବଜ୍ରପାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ମୃତକମାନେ ଗୋଟିଏ ପରିବାରର। ପରିବାରର ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି । କୋଷାଗୁମୁଡ଼ା ବ୍ଲକ ଟେମେରା ଗାଁରେ ଦୁଇଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଉମରକୋଟ ଚାଞ୍ଚନବେଡ଼ାରେ ଜଣଙ୍କ ମୃତ୍ୟୁ ଘଟିଛି ଓ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେହିପରି ଗଞ୍ଜ।ମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଜଣେ ଚାଷୀ ବଜ୍ରାପାତରେ ପ୍ରାଣ ହରାଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story