ଭୁବନେଶ୍ୱର: ଦୁଇ କାର ମଧ୍ୟରେ ଧକ୍କା, ୩ ମୃତ, ୪ ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱର ତମାଣ୍ଡୋ ଛକରେ ଏକ ସ୍କର୍ପିଓ ଓ ଫୋର୍ଡ ଫିଗୋ କାର ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ପୋଲିସ ଗାଡି ଦୁଇଟିକୁ ଜବତ କରିବା ପରେ ସ୍କର୍ପିଓରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି। ମୃତକଙ୍କ ମଧ୍ୟରେ ଜଣେ ଜାଆଁଳା ଗୋପାଳପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟମାନଙ୍କ ପରିଚୟ ମିଳିପାରିନାହିଁ। ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ଏହି […]

accident

accident

Rakesh Mallick
  • Published: Saturday, 21 January 2017
  • Updated: 21 January 2017, 08:16 AM IST

ଭୁବନେଶ୍ୱର: ଭୁବନେଶ୍ୱର ତମାଣ୍ଡୋ ଛକରେ ଏକ ସ୍କର୍ପିଓ ଓ ଫୋର୍ଡ ଫିଗୋ କାର ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ପୋଲିସ ଗାଡି ଦୁଇଟିକୁ ଜବତ କରିବା ପରେ ସ୍କର୍ପିଓରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି।

ମୃତକଙ୍କ ମଧ୍ୟରେ ଜଣେ ଜାଆଁଳା ଗୋପାଳପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟମାନଙ୍କ ପରିଚୟ ମିଳିପାରିନାହିଁ।

ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମେଡିକାଲ ସ୍ଥାନାନ୍ତର ବାଟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ଓ ଏମ୍ସରେ ଭର୍ତ୍ତି କରିଥିଲେ।

ଫୋର୍ଡଟି ଏକ ବିବାହ ଉତ୍ସବ ପରେ କଟକରୁ ଖୋର୍ଦ୍ଧା ଫେରୁଥିବା ବେଳେ ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବା ସ୍କର୍ପିଓ ସହ ଧକ୍କା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story