ଭୁବନେଶ୍ୱରରେ ପହଞ୍ଚିଲେ ଅମିତ ଶାହା, ପଦ୍ମଫୁଲ ହାର ପିନ୍ଧାଇ ସ୍ୱାଗତ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ। ସେଥିପାଇଁ ଆଜି ଭୁବନେଶ୍ୱରରେ ଆସି ପହଞ୍ଚି ଯାଇଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପଦ୍ମଫୁଲର ହାର ପିନ୍ଧାଇ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ। ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଓ ବିଜେପି ବିଧାୟକ ଦଳ […]

amit

Rakesh Mallick
  • Published: Friday, 14 April 2017
  • , Updated: 14 April 2017, 02:03 PM IST

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ। ସେଥିପାଇଁ ଆଜି ଭୁବନେଶ୍ୱରରେ ଆସି ପହଞ୍ଚି ଯାଇଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପଦ୍ମଫୁଲର ହାର ପିନ୍ଧାଇ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ। ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଓ ବିଜେପି ବିଧାୟକ ଦଳ ନେତା କେ.ଭି ସିଂହଦେଓ  ମଧ୍ୟ ସେଠାରେ ଉପସ୍ଥିତ ଥିଲେ।

Related story