ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ବିମୁଦ୍ରାକରଣ ପ୍ରତିବାଦରେ ଆସନ୍ତାକାଲି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାରା ଦେଶରେ ବନ୍ଦ ପାଳନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ଘୋଷଣା କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହିପରି ବନ୍ଦ ପାଳନ ବେଳେ ଆଇନ ଶୃଙ୍ଖଳା ସ୍ଥିତି ଉପରେ ନଜର ରଖିବା ପାଇଁ ଆଜି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। […]

odisha secrater

Rakesh Mallick
  • Published: Sunday, 27 November 2016
  • , Updated: 28 November 2016, 07:37 AM IST

ଭୁବନେଶ୍ୱର: ବିମୁଦ୍ରାକରଣ ପ୍ରତିବାଦରେ ଆସନ୍ତାକାଲି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାରା ଦେଶରେ ବନ୍ଦ ପାଳନ କରାଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ଘୋଷଣା କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ବନ୍ଦ ପାଳନ ବେଳେ ଆଇନ ଶୃଙ୍ଖଳା ସ୍ଥିତି ଉପରେ ନଜର ରଖିବା ପାଇଁ ଆଜି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସାଢ଼େ ୯ଟା ସୁଦ୍ଧା ଅଫିସ୍‌ରେ ହାଜର ହେବାକୁ ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Related story