ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ, ବାଣୀବିହାରରେ ଉତ୍ତେଜନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବାଣୀବିହାର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶ୍ୱବିଦ୍ୟାଳୟର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଛାତ୍ର କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଛାତ୍ର କଂଗ୍ରେସ ପକ୍ଷରୁ ଏକ ବାଇକ୍ ରାଲି ବାହାର କରାଯାଇଥିବା ବେଳେ ବାଣୀବିହାର ଛକରେ ପୋଲିସ୍ ସେମାନଙ୍କୁ ଅଟକାଇ ଥିଲା। ୫୦ରୁ ଅଧିକ ଛାତ୍ର କଂଗ୍ରେସ କର୍ମୀଙ୍କୁ ପୋଲିସ୍ ଟେକି ନେଇଛି।

utkal

Rakesh Mallick
  • Published: Friday, 28 April 2017
  • , Updated: 28 April 2017, 01:59 PM IST

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବାଣୀବିହାର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶ୍ୱବିଦ୍ୟାଳୟର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଛାତ୍ର କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଛାତ୍ର କଂଗ୍ରେସ ପକ୍ଷରୁ ଏକ ବାଇକ୍ ରାଲି ବାହାର କରାଯାଇଥିବା ବେଳେ ବାଣୀବିହାର ଛକରେ ପୋଲିସ୍ ସେମାନଙ୍କୁ ଅଟକାଇ ଥିଲା। ୫୦ରୁ ଅଧିକ ଛାତ୍ର କଂଗ୍ରେସ କର୍ମୀଙ୍କୁ ପୋଲିସ୍ ଟେକି ନେଇଛି।

[video width="720" height="576" flv="http://odishareporter.in/wp-content/uploads/2017/04/BBSR-Student-Congress-members-detained.flv"][/video]

Related story